• ଶ୍ରୀ ମୋହନ ଚରଣ ମାଝୀ
    ମାନ୍ୟବର ମୁଖ୍ୟମନ୍ତ୍ରୀ
    ମାନ୍ୟବର ମୁଖ୍ୟମନ୍ତ୍ରୀ
ବର୍ଗ : ସଂସ୍କୃତି ଓ ଐତିହ୍ୟ

ପ୍ରତିବର୍ଷ ଜିଲ୍ଲା ସସ୍କୃତି ପରିଷଦ ତରଫରୁ ଜିଲ୍ଲା ସଦର ମହକୁମା କୋରାପୁଟଠାରେ ଆୟୋଜିତ ଅଦିବାସୀ ଉତ୍ସବ ପରବ ନାମରେ ପରିଚିତ | ଏହା କୋରାପୁଟ ଜିଲ୍ଲାରେ ପାଳିତ ହେଉଥିଲେ ମଧ୍ୟ ରାଜ୍ୟ ସ୍ତରୀୟ ଉତ୍ସବର ମାନ୍ୟତା ପାଇଛି | ମାସ ବ୍ୟାପି ପାଳିତ ହେଉଥିବା ଏହି ଉତ୍ସବରେ ଖେଳ, ନାଚ, ଗୀତ, ନୌକା ଚାଳନା, ତୀର ଚାଳନା, କବି ସମ୍ମୀଳନି ଆଦି ଅନୁଷ୍ଠିତ ହୋଇଥାଏ | ଜିଲ୍ଲାର ବିଭିନ୍ନ ବ୍ଳକ ତଥା ଦେଶଋ ବିଭିନ୍ନ ପ୍ରାନ୍ତରୁ ଆସିଥିବା କଳାକାର ମାନେ ଏହି ଉତ୍ସବରେ ଭାଗ ନେଇଥାନ୍ତି | ଜିଲ୍ଲା ସ୍ତରରେ ମୁଖ୍ୟ ଉତ୍ସବ ୩ ଦିନ ପାଳିତ ହେଉଥିଲେ ମଧ୍ୟ ପଲ୍ଲୀଶ୍ରୀ ମେଳା ୫ ଦିନ ପର୍ଯ୍ୟନ୍ତ ଚାଲିଥାଏ | ଏହି ଉତ୍ସବକୁ ଉପଭୋଗ କରିବାପାଇଁ ଦେଶ ବିଦେଶରୁ ବହୁ ସଂଖ୍ୟାରେ ପର୍ଯ୍ୟଟକ ଆସିଥାନ୍ତି |

ସଡ଼କ ପଥରେ
ବସ ଷ୍ଟାଣ୍ଡ ରୁ ୨ କିମି ଦୁରତା ରେ ଅବସ୍ଥିତ |

ରେଳଗାଡ଼ିରେ
ରେଳ ଷ୍ଟେସନ ରୁ ୩ କିମି ଦୁରତା ରେ ଅବସ୍ଥିତ |

Parab Entrance , Cultural Event , Cultural Programme , Craft Mela