• ଶ୍ରୀ ମୋହନ ଚରଣ ମାଝୀ
    ମୁଖ୍ୟମନ୍ତ୍ରୀ, ଓଡ଼ିଶା
    ଶ୍ରୀ ମୋହନ ଚରଣ ମାଝୀ
ବର୍ଗ : ପ୍ରାକୃତିକ

ଓଡିଶାର ସର୍ବୋଚ୍ଚ ପର୍ବତଶୃଙ୍ଗ ଦେଓମାଳୀର ଉଚ୍ଚତା ୧୭୬୨ ମିଟର | ଏହା ପୁର୍ବଘାଟ ପର୍ବତମାଳାର କ୍ରୋଡରେ ଅବସ୍ଥିତ | ପାହାଡ ଚଢାଳିଙ୍କ ପାଇଁ ଏହା ଏକ ପ୍ରକୃଷ୍ଠ ସ୍ଥାନ | ଦେଓମାଳୀ କୋରାପୁଟ ଠାରୁ ୬୦ କିମି ଦୁରରେ ଅବସ୍ଥିତ |

ସଡ଼କ ପଥରେ
ଦେଓମାଳୀ କୋରାପୁଟ ଠାରୁ ୬୦ କିମି ଦୁରରେ ଅବସ୍ଥିତ |

Deomali Hills Side View , Deomali Hills TopView , Deomali Hills